ସୁଲଭ ବାସଗୃହ ପ୍ରକଳ୍ପ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ହେଲା- ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ…