ଆଜିର ଖବର ଆଜି ରାଜ୍ୟରେ ସୁସ୍ଥ ହେଲେ ୧୬୪୧ ଜଣ କରୋନା ଆକ୍ରାନ୍ତ ଭୁବନେଶ୍ବର: ଆଜି ରାଜ୍ୟରେ ୧୬୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଗଞ୍ଜାମରୁ ସର୍ବାଧିକ…