ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୯ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୯୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
Tag: ସୁସ୍ଥ
ଭୁବନେଶ୍ଵର: ଆଜି ରାଜ୍ୟରୁ ୨୯୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୪୯, ଅନୁଗୁଳରୁ ୪୮, କଟକରୁ ୨୪, କେନ୍ଦ୍ରାପଡାରୁ ୧୬, ବାଲେଶ୍ବରରୁ ୧୫, କେନ୍ଦୁଝରରୁ ୧୫, ଝାରସୁଗୁଡାରୁ ୧୪, ଯାଜପୁରରୁ ୧୩, ଖୋର୍ଦ୍ଧାରୁ ୧୨, ମୟୂରଭଞ୍ଜରୁ ୧୨, ବରଗଡରୁ ୧୦, ବଲାଙ୍ଗିରିରୁ ୧୦, ସମ୍ବଲପୁରରୁ ୮, ଦେବଗଡରୁ ୬, ଗଞ୍ଜାମରୁ ୬, ନବରଙ୍ଗପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୫, ନୂଆପଡ଼ାରୁ ୪, ରାୟଗଡାରୁ ୩, ବୌଦ୍ଧରୁ ୨, କଳାହାଣ୍ଡିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ମାଲକାନାଗିରିରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୬ ହଜାର ୫୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨ କୁ ବୃଦ୍ଧି ହୋଇଛି। ତେବେ ୨ ହାଜର ୪୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୮ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୬୪ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୧୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୨୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଅନୁଗୁଳରୁ ୩୨, ବଲାଙ୍ଗୀରରୁ ୨୬, କଟକରୁ ୨୫, ସୁନ୍ଦରଗଡରୁ ୧୯, ବାଲେଶ୍ୱରରୁ ୧୬, ଯାଜପୁରରୁ ୧୫, କେନ୍ଦ୍ରାପଡାରୁ ୧୪, ମୟୂରଭଞ୍ଜରୁ ୧୪, ଝାରସୁଗୁଡାରୁ ୧୧, ନୂଆପଡ଼ାରୁ ୧୧, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୧୦, ଭଦ୍ରକରୁ ୫, କଳାହାଣ୍ଡିରୁ ୫, ଗଞ୍ଜାମରୁ ୪, ସମ୍ବଲପୁରରୁ ୪, ବରଗଡରୁ ୨, ଜଗତସିଂହପୁରରୁ ୨, ପୁରୀରୁ ୨, ଦେବଗଡରୁ ୧, ଗଜପତିରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୫ ହଜାର ୯୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୧୧୭ କୁ ବୃଦ୍ଧି ହୋଇଛି। ତେବେ ୨୨୧୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୩୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୫୮, ଅନୁଗୁଳରୁ ୪୧, ସମ୍ବଲପୁରରୁ ୩୧, ନୂଆପଡ଼ାରୁ ୨୭, ଖୋର୍ଦ୍ଧାରୁ ୨୦, ସମ୍ବଲପୁରରୁ ୧୯, ମୟୁରଭଞ୍ଜରୁ ୧୮, କଟକ ୧୫, ପୁରୀରୁ ୧୫, ବଲାଙ୍ଗୀରରୁ ୧୪, କେନ୍ଦ୍ରାପଡ଼ାରୁ ୧୩, ବାଲେଶ୍ୱରରୁ ୧୧, ଯାଜପୁରରୁ ୯, ବରଗଡ଼ରୁ ୭, କେନ୍ଦୁଝରରୁ ୫, ଗଞ୍ଜାମରୁ ୪, ଜଗତସିଂପୁରରୁ ୩, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨, ନୟାଗଡ଼ରୁ ୨, ଦେବଗଡ଼ରୁ ୧, ଗଜପତିରୁ ୧, କୋରାପୁଟରୁ ୧, ନବରଙ୍ଗପୁରରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୫ ହଜାର ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୮୬୬ କୁ ବୃଦ୍ଧି ହୋଇଛି। ତେବେ ୨୨୦୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୭୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୭୧, ଅନୁଗୁଳରୁ ୪୦, ସମ୍ବଲପୁରରୁ ୩୧, ପୁରୀରୁ ୨୯, ଖୋର୍ଦ୍ଧାରୁ ୨୨, ବାଲେଶ୍ବରରୁ ୧୭, ବରଗଡରୁ ୧୭, ଭଦ୍ରକରୁ ୧୨, କଟକରୁ ୧୦, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୦, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୭, କଳାହାଣ୍ଡିରୁ ୬, ନୂଆପଡ଼ାରୁ ୬, ଝାରସୁଗୁଡାରୁ ୫, ବଲାଙ୍ଗୀରିରୁ ୪, ଜଗତସିଂହପୁରରୁ ୪, ଦେବଗଡରୁ ୩, ଗଞ୍ଜାମରୁ ୩, ନୟାଗଡରୁ ୨, ରାୟଗଡାରୁ ୨, ବୌଦ୍ଧରୁ ୧, ଢେଙ୍କାନାଳରୁ ୧, ମାଲକାନାଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୫ ହଜାର ୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୬୨୧ କୁ ବୃଦ୍ଧି ହୋଇଛି। ତେବେ ୨୨୬୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳ ୧୮୭୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୧୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୬୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୩୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୩୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୫୨, ଝାରସୁଗୁଡାରୁ ୩୬, ଖୋର୍ଦ୍ଧାରୁ ୩୫, ଅନୁଗୁଳରୁ ୩୨, କଟକରୁ ୨୬, ନୂଆପଡ଼ାରୁ ୨୫, ପୁରୀରୁ ୨୪, ମୟୂରଭଞ୍ଜରୁ ୨୧, ସମ୍ବଲପୁରରୁ ୧୮, ବଲାଙ୍ଗିରିରୁ ୧୫, ବାଲେଶ୍ବରରୁ ୧୪, ଯାଜପୁରରୁ ୧୨, କେନ୍ଦ୍ରାପଡାରୁ ୧୩, ବରଗଡରୁ ୧୦, କେନ୍ଦୁଝରରୁ ୧୦, କଳାହାଣ୍ଡିରୁ ୭, ଜଗତସିଂହପୁରରୁ ୬, ନବରଙ୍ଗପୁରରୁ ୪, ଦେବଗଡରୁ ୩, ଗଞ୍ଜାମରୁ ୩, ଢେଙ୍କାନାଳରୁ ୨, କୋରାପୁଟରୁ ୨, ମାଲକାନାଗିରିରୁ ୨, ନୟାଗଡରୁ ୧, ରାୟଗଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୭୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧ କୁ ବୃଦ୍ଧି ହୋଇଛି। ତେବେ ୨୩୦୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୬୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୩୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୪, ସୁନ୍ଦରଗଡରୁ ୩୫, ବାଲେଶ୍ବରରୁ ୩୫, ଅନୁଗୁଳରୁ ୩୪, କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୨, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୧, ବଲାଙ୍ଗିରିରୁ ୧୦, ଯାଜପୁରରୁ ୯, ବରଗଡରୁ ୮, ନୂଆପଡ଼ାରୁ ୬, ଜଗତସିଂହପୁରରୁ ୫, କଳାହାଣ୍ଡିରୁ ୪, କୋରାପୁଟରୁ ୪, ନବରଙ୍ଗପୁରରୁ ୩, ବୌଦ୍ଧରୁ ୩, ନୟାଗଡରୁ ୩, ଗଜପତିରୁ ୨, ଭଦ୍ରକରୁ ୧, ପୁରୀରୁ ୧, ସୋନପୁରରୁ ୧, ଦେବଗଡରୁ ୧, ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୫୦୪ କୁ ବୃଦ୍ଧି ହୋଇଛି। ତେବେ ୨୫୨୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୬୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୪୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୫୨, ଖୋର୍ଦ୍ଧାରୁ ୪୨, କେନ୍ଦ୍ରାପଡାରୁ ୩୩, କଟକରୁ ୨୭, ସମ୍ବଲପୁରରୁ ୨୬, ବଲାଙ୍ଗିରିରୁ ୨୪, , ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୨, ପୁରୀରୁ ୧୮, ବରଗଡରୁ ୧୭, ଅନୁଗୁଳରୁ ୧୫, କେନ୍ଦୁଝରରୁ ୧୦, ଦେବଗଡରୁ ୯, ନବରଙ୍ଗପୁରରୁ ୯, ନୂଆପଡ଼ାରୁ ୮, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୬, ଜଗତସିଂହପୁରରୁ ୫, ରାୟଗଡାରୁ ୫, ଭଦ୍ରକରୁ ୪, ଗଞ୍ଜାମରୁ ୪, ମାଲକାନାଗିରିରୁ ୪, ନୟାଗଡରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କୋରାପୁଟରୁ ୧, ସୋନପୁରରୁ ଏବଂ ଷ୍ଟେଟପୁଲରୁ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୩ ହଜାର ୩୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୮୬୭ କୁ ବୃଦ୍ଧି ହୋଇଛି। ତେବେ ୨୫୮୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୫୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୩୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୬୬, ଅନୁଗୁଳରୁ ୩୬, ଖୋର୍ଦ୍ଧାରୁ ୩୦, କଟକରୁ ୨୦, ପୁରୀରୁ ୧୯, ନୂଆପଡ଼ାରୁ ୧୭, ବାଲେଶ୍ବରରୁ ୧୭, ସମ୍ବଲପୁରରୁ ୧୪, ମୟୂରଭଞ୍ଜରୁ ୧୩, କେନ୍ଦ୍ରାପଡାରୁ ୧୧, ବରଗଡରୁ ୧୦, ଯାଜପୁରରୁ ୧୦, କଳାହାଣ୍ଡିରୁ ୯, ବଲାଙ୍ଗିରିରୁ ୮, ଝାରସୁଗୁଡାରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମରୁ ୩, କେନ୍ଦୁଝରରୁ ୩, ମାଲକାନାଗିରିରୁ ୩, ନୟାଗଡରୁ ୩, ଦେବଗଡରୁ ୨, ଭଦ୍ରକରୁ ୧, କୋରାପୁଟରୁ ୧, ରାୟଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୨ ହଜାର ୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୫୪୨ କୁ ବୃଦ୍ଧି ହୋଇଛି। ତେବେ ୨୬୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୩୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଅନୁଗୁଳରୁ ୫୧, ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୦, କଟକରୁ ୨୭, ମୟୂରଭଞ୍ଜରୁ ୨୧, ପୁରୀରୁ ୨୧, ବରଗଡରୁ ୧୫, ନୂଆପଡ଼ାରୁ ୧୪, ବାଲେଶ୍ବରରୁ ୧୧, ଜଗତସିଂହପୁରରୁ ୧୧, ସମ୍ବଲପୁରରୁ ୧୦, ଝାରସୁଗୁଡାରୁ ୭, କଳାହାଣ୍ଡିରୁ ୭, ଗଞ୍ଜାମରୁ ୮, କେନ୍ଦ୍ରାପଡାରୁ ୭, ଭଦ୍ରକରୁ ୫, ଗଜପତିରୁ ୫, କେନ୍ଦୁଝରରୁ ୩, କୋରାପୁଟରୁ ୩, ନବରଙ୍ଗପୁରରୁ ୨, ଦେବଗଡରୁ ୧, ଯାଜପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୨ ହଜାର ୬୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୨୭୯ କୁ ବୃଦ୍ଧି ହୋଇଛି। ତେବେ ୨୭୩୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୩୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୦, ସୁନ୍ଦରଗଡରୁ ୪୦, ପୁରୀରୁ ୨୨, କଟକରୁ ୨୧, ଝାରସୁଗୁଡାରୁ ୨୦, ବାଲେଶ୍ବରରୁ ୧୯, ବରଗଡରୁ ୧୮, ଅନୁଗୁଳରୁ ୧୭, କଳାହାଣ୍ଡିରୁ ୧୭, ମୟୂରଭଞ୍ଜରୁ ୧୭, ସମ୍ବଲପୁରରୁ ୧୬, ଯାଜପୁରରୁ ୧୪, ରାୟଗଡ଼ାରୁ ୧୩, ବଲାଙ୍ଗିରିରୁ ୧୧, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୭, ଗଞ୍ଜାମରୁ ୬, କେନ୍ଦ୍ରାପଡ଼ାରୁ ୬, ମାଲକାନଗିରିରୁ ୬, ଭଦ୍ରକରୁ ୪, ବୌଦ୍ଧରୁ ୪, ନୟାଗଡରୁ ୩, ନୂଆପଡ଼ାରୁ ୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୨, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ଗଜପତିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୧ ହଜାର ୩୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୮୬୧ କୁ ବୃଦ୍ଧି ହୋଇଛି। ତେବେ ୨୬୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୩୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୧୫ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୩୦୨ କୁ ବୃଦ୍ଧି ହୋଇଛି।
ତେବେ ଆଜି ଭୁବନେଶ୍ବରରୁ ୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୬୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୬୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳ୧ ୨୩୦ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୩୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୪୬, ଅନୁଗୁଳରୁ ୩୬, ମୟୂରଭଞ୍ଜରୁ ୨୯, କଳାହାଣ୍ଡିରୁ ୨୭, କଟକରୁ ୨୫, ଝାରସୁଗୁଡାରୁ ୧୮, ପୁରୀରୁ ୧୮, କେନ୍ଦ୍ରାପଡାରୁ ୧୨, ନୂଆପଡାରୁ ୧୧, ସମ୍ବଲପୁରରୁ ୧୧, ବାଲେଶ୍ବରରୁ ୧୦, ବରଗଡରୁ ୯, ଭଦ୍ରକରୁ ୯, ବଲାଙ୍ଗିରିରୁ ୬, ଜଗତସିଂହପୁରରୁ ୬, ଦେବଗଡ଼ରୁ ୫, ଯାଜପୁରରୁ ୫, ମାଲକାନଗିରିରୁ ୫, ନୟାଗଡରୁ ୫, କେନ୍ଦୁଝରରୁ ୪, କୋରାପୁଟରୁ ୪, ବୌଦ୍ଧରୁ ୩, ଗଞ୍ଜାମରୁ ୩, ଢେଙ୍କାନାଳରୁ ୨, ନବରଙ୍ଗପୁରରୁ ୧, ସୋନପୁରରୁ ୧, ଓ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୯ ହଜାର ୮୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୩୮୯ କୁ ବୃଦ୍ଧି ହୋଇଛି। ତେବେ ୨୬୭୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୧୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୩୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୪୨, ଖୋର୍ଦ୍ଧାରୁ ୩୯, କଟକରୁ ୩୫, ମୟୂରଭଞ୍ଜରୁ ୨୮, ଅନୁଗୁଳରୁ ୨୪, ବରଗଡରୁ ୨୧, ବଲାଙ୍ଗିରିରୁ ୧୮, କଳାହାଣ୍ଡିରୁ ୧୮, କେନ୍ଦୁଝରରୁ ୧୮, କେନ୍ଦ୍ରାପଡାରୁ ୧୭, ନୂଆପଡାରୁ ୧୭, ସମ୍ବଲପୁରରୁ ୧୨, ଜଗତସିଂହପୁରରୁ ୧୧, ଭଦ୍ରକରୁ ୧୦, ବାଲେଶ୍ବରରୁ ୯, ଯାଜପୁରରୁ ୭, ଝାରସୁଗୁଡାରୁ ୭, ଦେବଗଡରୁ ୫, କୋରାପୁଟରୁ ୫, ନୟାଗଡରୁ ୪, ରାୟଗଡାରୁ ୪, ଗଞ୍ଜାମରୁ ୩, ଢେଙ୍କାନାଳରୁ ୨, କନ୍ଧମାଳରୁ ୧, ମାଲକାନଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧ ଓ ଷ୍ଟେଟପୁଲରୁ ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୯ ହଜାର ୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୮୯ କୁ ବୃଦ୍ଧି ହୋଇଛି। ତେବେ ୨୭୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୧୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୧ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୩୪ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୪୫ କୁ ବୃଦ୍ଧି ହୋଇଛି।
ତେବେ ଆଜି ଭୁବନେଶ୍ବରରୁ ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୫୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୪୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୨୯ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୪୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଅନୁଗୁଳରୁ ୩୨, ପୁରୀରୁ ୩୧, ବରଗଡରୁ ୩୦, କଳାହାଣ୍ଡିରୁ ୨୮, ବଲାଙ୍ଗିରିରୁ ୨୫, କେନ୍ଦ୍ରାପଡ଼ାରୁ ୧୮, ବାଲେଶ୍ବରରୁ ୧୭, ସୁନ୍ଦରଗଡରୁ ୧୬, ଜଗତସିଂହପୁରରୁ ୧୪, ନୂଆପଡ଼ାରୁ ୧୪, ସମ୍ବଲପୁରରୁ ୧୪, କେନ୍ଦୁଝରରୁ ୧୦, ଯାଜପୁରରୁ ୯, ଗଞ୍ଜାମରୁ ୭, ଢେଙ୍କାନାଳରୁ ୫, ଝାରସୁଗୁଡାରୁ ୫, କୋରାପୁଟରୁ ୫, ରାୟଗଡ଼ାରୁ ୪, ନବରଙ୍ଗପୁରରୁ ୩, ସୋନପୁରରୁ ୩, ଭଦ୍ରକରୁ ୨, ଦେବଗଡରୁ ୨, ମାଲକାନଗିରିରୁ ୧ ଓ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୮ ହଜାର ୨୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୨୯ କୁ ବୃଦ୍ଧି ହୋଇଛି। ତେବେ ୨୯୦୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୭୯୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୨ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୨୩ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୩ କୁ ବୃଦ୍ଧି ହୋଇଛି।
ତେବେ ଆଜି ଭୁବନେଶ୍ବରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୪୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୩୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୨୮ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୪୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଅନୁଗୁଳରୁ ୫୩, ସୁନ୍ଦରଗଡରୁ ୪୩, ଖୋର୍ଦ୍ଧାରୁ ୩୩, ରାୟଗଡ଼ାରୁ ୩୩, ମୟୂରଭଞ୍ଜରୁ ୩୦, ଯାଜପୁରରୁ ୨୯, କେନ୍ଦୁଝରରୁ ୨୮, କଟକରୁ ୨୫, କେନ୍ଦ୍ରାପଡାରୁ ୧୯, ନୂଆପଡାରୁ ୧୯, ବାଲେଶ୍ବରରୁ ୧୮, ସମ୍ବଲପୁରରୁ ୧୬, ଜଗତସିଂହପୁରରୁ ୧୩, କଳାହାଣ୍ଡିରୁ ୧୩, ପୁରୀରୁ ୧୧, ବରଗଡରୁ ୭, ଗଞ୍ଜାମରୁ ୭, ବୌଦ୍ଧରୁ ୫, ଝାରସୁଗୁଡାରୁ ୫, ଭଦ୍ରକରୁ ୪, ବଲାଙ୍ଗିରରୁ ୪, ଢେଙ୍କାନାଳରୁ ୪, କୋରାପୁଟରୁ ୪, ସୋନପୁରରୁ ୪, ଦେବଗଡରୁ ୩, କନ୍ଧମାଳରୁ ୨, ନବରଙ୍ଗପୁରରୁ ୨, ମାଲକାନଗିରିରୁ ୧ ଓ ଷ୍ଟେଟପୁଲରୁ ୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୭ ହଜାର ୪୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୨ ହଜାର ୨୯୯ କୁ ବୃଦ୍ଧି ହୋଇଛି। ତେବେ ୩୦୪୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୭୮୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ଵର: ଆଜି ରାଜ୍ୟରୁ ୮୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସୁନ୍ଦରଗଡରୁ ସର୍ବାଧିକ ୮୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୮୧, ବାଲେଶ୍ଵରରୁ ୬୧, ମୟୂରଭଞ୍ଜରୁ୫୩, କେନ୍ଦୁଝରରୁ ୫୧, ନୂଆପଡ଼ାରୁ ୫୧, କଟକରୁ ୪୭, ଜଗତସିଂହପୁରରୁ ୪୪, ସମ୍ବଲପୁରରୁ ୪୦, କେନ୍ଦ୍ରାପଡାରୁ ୩୮, ଅନୁଗୁଳରୁ ୩୪, ବରଗଡରୁ ୩୦, ବଲାଙ୍ଗିରିରୁ ୨୭, ଝାରସୁଗୁଡାରୁ ୨୧, ପୁରୀରୁ ୨୦, ଯାଜପୁରରୁ ୧୭, କଳାହାଣ୍ଡିରୁ ୧୩, ଢେଙ୍କାନାଳରୁ ୧୨, ନବରଙ୍ଗପୁରରୁ ୯, ନୟାଗଡରୁ ୯, ରାୟଗଡାରୁ ୯, ମାଲକାନଗିରିରୁ ୮, ଭଦ୍ରକରୁ ୭, ଗଞ୍ଜାମରୁ ୬, ବୌଦ୍ଧରୁ ୫, କନ୍ଧମାଳରୁ ୫, କୋରାପୁଟରୁ ୫, ଦେବଗଡରୁ ୪, ଗଜପତି ୩, ସୋନପୁରରୁ ୧ ଓ ଷ୍ଟେଟ୍ ପୁଲରୁ ୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୨ ହଜାର ୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ୭୨୫ ମଧ୍ୟରୁ ୪ ହଜାର ୮୬୮ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୩୯ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।