ବିଶେଷ ଖବର ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୪ ଫେବୃଆରୀ, ୨୦୨୬) ରାଇରଙ୍ଗପୁରଠାରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ସୂଚନା ପ୍ରଯୁକ୍ତିବିଦ୍ୟା କ୍ୟାମ୍ପସ ଉଦଘାଟନ କରିଛନ୍ତି।…