ଆଜିର ଖବର ବରିଷ୍ଠ ଆଇପିଏସ୍ ଅଧିକାରୀ ସେଫିନ ଅହମ୍ମଦ କେ.ଙ୍କ ବିୟୋଗରେ ଓଡ଼ିଶା ପୋଲିସର ଶୋକ ଭୁବନେଶ୍ଵର: ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଆଇଜିପି (କ୍ରାଇମବ୍ରାଞ୍ଚ) ସେଫିନ ଅହମ୍ମଦ କେ.ଙ୍କ ଅକାଳ ବିୟୋଗରେ ଓଡ଼ିଶା ପୋଲିସ ମହଲରେ ଗଭୀର ଶୋକର ଛାୟା ଖେଳିଯାଇଛି। ତାଙ୍କ…