ଆଜିର ଖବର ସୋଆ ଆଇଏଏସ୍ରେ ମାଣ୍ଡିଆ ଦିବସ ପାଳିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ୍ (ଆଇଏଏସ୍) ରେ ସୋମବାର ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡିଶା…