ଆଜିର ଖବର ସୋଆରେ ଏଆଇସିଟିଇ ପ୍ରାୟୋଜିତ କ୍ଲିନିକାଲ୍ ଟ୍ରାଏଲ୍ସ୍କୁ ନେଇ ସ୍ୱଳ୍ପକାଳୀନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ କୋଭିଡ୍ ମହାମାରୀ ଓ ଏହାର ଭାଇରସ୍କୁ ପ୍ରତିହିତ କରିବା ନିମନ୍ତେ ବିଭିନ୍ନ ଟୀକାର ଅଗ୍ରଗତିକୁ ନେଇ “କ୍ଲିନିକାଲ୍ ଟ୍ରାଏଲ୍ସ-ପ୍ରୋସିଡିଓର୍,…