ଆଜିର ଖବର ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ନବରଙ୍ଗପୁର: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ଆଶଙ୍କାରେ ଆଞ୍ଚଳିକ…