ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର: ରାଜ୍ୟର ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସେମାନଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇଦେବା ପାଇଁ ଓଡ଼ିଶା ସରକାର ଏକ ବଡ଼ କଲ୍ୟାଣକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି।…