ଜାତୀୟ ଖବର ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ.. ଭୁବନେଶ୍ୱର: ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା କମିଟି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ପ୍ରଦାନ କରିଛି। କମିଟିର ସୁପାରିଶ ଅନୁଯାୟୀ…