ସ୍କୁଲ ମ୍ୟାନେଜମେଣ୍ଟ କମିଟି ଗାଇଡଲାଇନ-୨୦୨୬

ନୂଆଦିଲ୍ଲୀ: ‘ସ୍କୁଲ ମ୍ୟାନେଜମେଣ୍ଟ କମିଟି’(ଏସଏମସି) ଗାଇଡଲାଇନ ଶିକ୍ଷକ ଶିକ୍ଷୟିତ୍ରୀ,, ଅଭିଭାବକ ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ସେତୁ ଭାବେ କାର୍ଯ୍ୟ କରିବ। ଏହି ନୂତନ ଗାଇଡ୍‌ଲାଇନ୍ ବିଦ୍ୟାଳୟ ପରିଚାଳନାକୁ…