ଆଜିର ଖବର ସ୍କୁଲଗୁଡିକରେ କରୋନା ପରୀକ୍ଷା କରିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ଭୁବନେଶ୍ବର, ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଉଚ୍ଚ ସ୍ତରୀୟ ବୈଠକରେ କୋଭିଡ ପରିସ୍ଥିତି ସମୀକ୍ଷା କରାଯାଇଥିଲା। ଏଥିରେ ମୁଖ୍ୟ ସଚିବ…