ଆଜିର ଖବର ଶ୍ରୀମନ୍ଦିର ପରିସରରେ ହେବ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ: ସ୍ଥାନ ନିରୂପଣ କଲା ପ୍ରଶାସନ ପୁରୀ: ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ…