ବିଶେଷ ଖବର ୨୯.୪୧ କୋଟି ଟଙ୍କାର ବିଭିନ୍ନ ସ୍ବାସ୍ଥ୍ୟ ପ୍ରକଳ୍ପ ସହ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ବାଲେଶ୍ବରରେ…