ବିଶେଷ ଖବର କୋଭିଡରେ ମୃତକଙ୍କ ବିଧବା ଓ ବାପା ମା’ଙ୍କୁ ହରାଇଥିବା ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା ଭୁବନେଶ୍ବର: ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। କରୋନାର ଏହି ଦ୍ବିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ବାସ୍ଥ୍ୟ…