ଅପରାଧ ବାଲୁଗାଁ ରେଳ ଷ୍ଟେସନରେ ସ୍ଵତନ୍ତ୍ର ସତର୍କ ଯାଞ୍ଚ ଅଭିଯାନ: ୫ କେଜିରୁ ଊର୍ଦ୍ଧ୍ଵ ଗଞ୍ଜେଇ ଜବତ, ଜଣେ ଗିରଫ ସୀତାରାମ ଅଗ୍ରୱାଲ ବାଲୁଗାଁ: ଗତକାଲି ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଥାନା ଅଧିକାରୀ ମହେଶ୍ଵର ଚଣ୍ଡରାୟଙ୍କ ତତ୍ଵାବଧାନରେ ବାଲୁଗାଁ ରେଳ ଷ୍ଟେସନରେ ନିଶାଦ୍ରବ୍ୟର…