ଜାତୀୟ ଖବର ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସ୍ୱତନ୍ତ୍ର ଇସ୍ପାତ ଉତ୍ପାଦନ ଲାଗି ପ୍ରଦାନ କରାଯିବ ୬,୩୨୨ କୋଟି ଟଙ୍କା ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ସ୍ୱତନ୍ତ୍ର ଇସ୍ପାତ (ସ୍ପେସିଆଲିଟି ଷ୍ଟିଲ୍) ଲାଗି ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ଅନୁମୋଦନ କରିଛନ୍ତି। ଏହି…