ରାଜ୍ୟ ଖବର ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ଭୁବନେଶ୍ୱର: ଆମ ସରକାର ଆସିବା ପରେ ସମାଜର ସବୁ ବର୍ଗର ଉନ୍ନତି ପାଇଁ ପଦକ୍ଷେପ ନେବା ସହିତ ଆଦିବାସୀମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଭାବେ ପଦକ୍ଷେପ ନିଆଯାଇଛି।…