ବିଶେଷ ଖବର ପାରା ମିଲିଟାରୀ ଫୋର୍ସର ୧୦୭ଟି କ୍ୟାଂଟିନ୍ରେ ଖଦି ଉତ୍ପାଦ ବିକ୍ରିର ଶୁଭାରମ୍ଭ କଲେ କେନ୍ଦ୍ର ଗୃହ ମନ୍ତ୍ରୀ ଦିଲ୍ଲୀ: କେନ୍ଦ୍ର ସରକାରଙ୍କର “ସ୍ୱଦେଶୀ” ଅଭିଯାନକୁ ଅଖିଳ ଭାରତୀୟ ସ୍ତରରେ ବ୍ୟାପକ କରିବା ନିମନ୍ତେ ପାରା ମିଲିଟାରୀ କ୍ୟାଂଟିନ୍ ଗୁଡିକରେ ହସ୍ତ ନିର୍ମିତ ଖଦି ଉତ୍ପାଦ ଗୁଡିକର…