ଆଜିର ଖବର ୱାର୍ଲ୍ଡ ଆଥଲେଟିକ୍ସ ଚାମ୍ପିୟନସିପରେ ସ୍ୱର୍ଣ୍ଣ ଜିତିବା ପାଇଁ ନୀରବ ଚୋପ୍ରାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ନୂଆଦିଲ୍ଲୀ: ୱାର୍ଲ୍ଡ ଆଥଲେଟିକ୍ସ ଚାମ୍ପିୟନସିପରେ ସ୍ୱର୍ଣ୍ଣ ଜିତିଥିବା ନୀରଜ ଚୋପ୍ରାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରି କହିଛନ୍ତି ଯେ, ‘ପ୍ରତିଭାଶାଳୀ…