ଆଜିର ଖବର ସ୍ୱାଧୀନତା ଦିବସ-୨୦୨୩ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ ଭୁବନେଶ୍ୱର: ଚଳିତ ବର୍ଷ ୭୭ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର…