ବିଶେଷ ଖବର ମିଶନ ଶକ୍ତିର ମା ମାନଙ୍କ ଦ୍ଵାରା ମୁଖ୍ୟମନ୍ତ୍ରୀଙ୍କୁ ହାତ ତିଆରି ଜାତୀୟ ପତାକା ପ୍ରଦାନ ଭୁବନେଶ୍ୱର: ସ୍ୱାଧୀନତାର ପଚସ୍ତରୀ ବର୍ଷ ପାଳନ ଅବ୍ୟବହିତ ପୂର୍ବରୁ ଆଜି ରାଜ୍ୟର ବିଭିନ୍ନ ଅଂଚଳର ମିଶନ ଶକ୍ତିର ମା ମାନେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି…