ଆଜିର ଖବର ଦେଶରେ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କଲେ ବରିଷ୍ଠ କଂଗ୍ରେସ ନେତା ନୂଆଦିଲ୍ଲୀ: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଦେଶରେ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ ନିବେଦନ କରିଛନ୍ତି।…