ଆଜିର ଖବର ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଅତିଥିଙ୍କୁ ସମ୍ବୋଧନ…