ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଙ୍କ ସ୍ୱେଚ୍ଛାକୃତ ଅବସର ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ୍ ସ୍ୱେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି। ସ୍ୱେଚ୍ଛାକୃତ ଅବସର ପାଇଁ କେନ୍ଦ୍ର ସରକାରଙ୍କ…