ରାଜ୍ୟ ଖବର ଅଗଷ୍ଟ ୯ ରୁ ଓଡିଶା ବିଜେପି ପାଳିବ ‘ହର ଘର ତ୍ରିିରଙ୍ଗା’ ଯାତ୍ରା, ୧୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଭୁବନେଶ୍ୱର: ଗତ କିଛିବର୍ଷ ଧରି ପାର୍ଟିର କାର୍ଯ୍ୟକର୍ତାମାନେ ସମସ୍ତ ଦେଶବାସୀଙ୍କ ସହ ମିଶି ସାରା ଦେଶରେ ହର୍ଷୋଲ୍ଲାସ ସହିତ ଦେଶର ଏକତା ତଥା ଅଖଣ୍ଡତା ଉଦ୍ଦେଶ୍ୟରେ ‘ହର…