ଆଜିର ଖବର ‘ହର ଘର ଦସ୍ତକ’ ଅଭିଯାନକୁ ସୁଦୃଢ଼ କରିବା ଲାଗି ରାଜ୍ୟ ସହିତ ଆଲୋଚନା କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭୀୟ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ସ୍ୱାସ୍ଥ୍ୟ ମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଛନ୍ତି।…