ହରିଆନାରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ହିସାରରୁ ଅଯୋଧ୍ୟାକୁ ବାଣିଜ୍ୟିକ ବିମାନ ଉଡ଼ାଣକୁ ପତାକା ଦେଖାଇବା ସହ ହିସାର ବିମାନବନ୍ଦରରେ ଟର୍ମିନାଲ-2 କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…