ହସପିଟାଲରୁ ଡିସଚାର୍ଯ୍ୟ ହେଲେ ନବୀନ

ଭୁବନେଶ୍ବର: ଆଜି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ହସପିଟାଲରୁ ଡିସଚାର୍ଯ୍ୟ ହୋଇଛନ୍ତି। ସେ ଗତମାସ 20 ତାରିଖରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅପରେସନ…