ଅପରାଧ ପୁଣି ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭୁବନେଶ୍ବର: ପୁଣିଥରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓଡିଶା ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ଚିଲିକା ବିଧାୟକ ପୁଣିଥରେ ଆଗୁଆ ଜାମିନ ଆବେଦନ କରିଥିବା ସୂଚନା ମିଳିଛି।…