ଆଜିର ଖବର ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ ହରିଶ ଟଣ୍ଡନ କଟକ: ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ ହରିଶ ଟଣ୍ଡନ। ରାଜ୍ୟପାଳ ହରିବାବୁ କମ୍ଭମପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ…