ଆଜିର ଖବର ଓମାନର ସୁଲତାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମସ୍କଟରେ ଓମାନର ସୁଲତାନ ହାଇଥାମ ବିନ ତାରିକଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ପ୍ରଧାନମନ୍ତ୍ରୀ ରାଜପ୍ରାସାଦରେ ପହଞ୍ଚିବା ପରେ…