ଆଜିର ଖବର ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ ଭୁବନେଶ୍ୱର: ହାଇଦ୍ରାବାଦ ଗସ୍ତରେ ଥିବା ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ ଦ୍ଵିତୀୟ ଦିନରେ ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ (ଏନଏସଟିଆଇ) ପରିଦର୍ଶନ କରିଛନ୍ତି। ଏହି ପରିଦର୍ଶନର…