ଆଜିର ଖବର କୃଷି ଆନ୍ଦୋଳନ ସମୟରେ ବ୍ୟବହୃତ ୨୫୦ ଟୁଇଟର ଆକାଉଣ୍ଟକୁ ରଦ୍ଦ କଲା ଭାରତ ସରକାର ନୂଆଦିଲ୍ଲୀ: ଭାରତ ସରକାର ୨୫୦ ଟୁଇଟର ଆକାଉଣ୍ଟକୁ ରଦ୍ଦ କରିଦେଇଛି। ଏହି ଆକାଉଣ୍ଟଗୁଡିକ ଉପରେ ନକଲି ଏବଂ ଉତ୍ତେଜିତ କାରିବା ଭଳି ଟୁଇଟିସ୍ ଏବଂ ହାସଟ୍ୟାଗ କରିବା…