ଆଜିର ଖବର ରାଜ୍ୟରେ ହିଟ ୱେଭ ଜାରି: ୧୧.୩୦ ସୁଦ୍ଧା ରାଜଧାନୀର ତାପମାତ୍ରା ୪୧.୬ ଡ଼ିଗ୍ରୀ ଭୁବନେଶ୍ଵର: ଆଜି ମଧ୍ୟ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ୧୮ ତାରିଖ ଯାଏଁ ରାଜ୍ୟରେ ଏହି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଗତକାଲି ଭଳି…