ଆଜିର ଖବର ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ ଗଞ୍ଜାମ: ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା କେଉଟ ସାହିରେ ଜଣେ ଯୁବକଙ୍କୁ ଅତ୍ୟନ୍ତ ନିର୍ଦ୍ଦୟ ଭାବେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।…