ଜାତୀୟ ଖବର ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ସଂଘର୍ଷ ସ୍ଥିତି କାରଣରୁ ବିଶ୍ୱରେ ଇନ୍ଧନ ମୂଲ୍ୟ ଆକାଶ ଛୁଆଁ ହୋଇଛି। ଅଶୋଧିତ ତୈଳ ମୂଲ୍ୟ ବ୍ୟାରେଲ୍ ପିଛା ୧୨୦ ଡଲାରରେ ପହଞ୍ଚିଛି।…