ହୋଲ୍ଡିଂ ସେଣ୍ଟର

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଅବୈଧ ବାଂଲାଦେଶୀ ଏବଂ ରୋହିଙ୍ଗ୍ୟା ପ୍ରବାସୀମାନଙ୍କୁ ରଖିବା ପାଇଁ ପ୍ରତ୍ୟେକ ଜିଲ୍ଲାରେ ହୋଲ୍ଡିଂ ସେଣ୍ଟର ସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…