ଆଞ୍ଚଳିକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର: ଅଭିଯୋଗ ଶୁଣିବାରେ ବିଫଳ ବାଣପୁର ଓ ଚିଲିକା ପ୍ରଶାସନ ସୀତାରାମ ଅଗ୍ରୱାଲ ଚିଲିକା: ଦିନକୁ ଦିନ ସୋସିଆଲ୍ ମିଡିଆ ତାର କାୟାବିସ୍ତାର କରିବାରେ ଲାଗିଛି। ଯାହାଫଳରେ ସାଧାରଣ ଜନତା ସୋସିଆଲ ମିଡିଆକୁ ପ୍ରାଧାନ୍ୟ ଦେଉଛନ୍ତି। ଟ୍ଵିଟର, ଫେସବୁକ…