ଆଜିର ଖବର ଏସିଆନ ଗେମ୍ସ ବିଜୟ ପାଇଁ ଭାରତୀୟ ମହିଳା କ୍ରିକେଟ ଟିମକୁ ଅଭିନନ୍ଦନ ଜଣାଇଲେ ନିତା ଅମ୍ବାନି ଭୁବନେଶ୍ୱର: ଚୀନର ହ୍ୱାଙ୍ଗଝୋରେ ଚାଲିଥିବା ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ନିତା ଅମ୍ବାନି। ଶ୍ରୀଲଙ୍କାକୁ ଫାଇନାଲରେ ୧୯…