ଆଜିର ଖବର ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମରେ ଓଡ଼ିଶା ସରକାର ଭୁବନେଶ୍ଵର: ହାଇଦ୍ରାବାଦର ବେଗୁମପେଟଠାରେ ଆୟୋଜିତ ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ରେ ଓଡ଼ିଶା ସରକାର ଅଂଶଗ୍ରହଣ କରିଛନ୍ତି। ଭାରତର ବିମାନ…