ଆଜିର ଖବର ଚେନ୍ନାଇରେ ଆୟୋଜିତ ହେଲା ୱେଭ୍ସ ଆନିମେ ଓ ମାଙ୍ଗା ପ୍ରତିଯୋଗିତା ଚେନ୍ନାଇ: ୱେଭ୍ସ ଆନିମେ ଓ ମାଙ୍ଗା ପ୍ରତିଯୋଗିତା (ୱାମ୍) ଚେନ୍ନାଇ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ତାମିଲନାଡ଼ୁ ଏବଂ ପୁଡୁଚେରୀର ୯୦ ଜଣ ପ୍ରତିଭାସମ୍ପନ୍ନ ପ୍ରତିଯୋଗୀ…