ଆଜିର ଖବର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ପାଇଁ ମୁମ୍ବାଇରେ ୱେଭ୍ସ ସମ୍ମିଳନୀ ଆୟୋଜନ କରାଯିବ: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ରାଇଜିଂ ଭାରତ ଶିଖର ସମ୍ମିଳନୀକୁ ସମ୍ବୋଧିତ କରି ୱେଭ୍ସ-୨୦୨୫ ଆୟୋଜନ ସମ୍ପର୍କରେ ସୂଚନା ଦେଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଆସନ୍ତା…