Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»Uncategorized»ଶ୍ରୀନଗର ସେଣ୍ଟ୍ରାଲ ଜେଲ୍‌ରେ ଅଗ୍ନିକାଣ୍ଡ
Uncategorized

ଶ୍ରୀନଗର ସେଣ୍ଟ୍ରାଲ ଜେଲ୍‌ରେ ଅଗ୍ନିକାଣ୍ଡ

April 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
fire
fire

ଶ୍ରୀନଗର ସେଣ୍ଟ୍ରାଲ ଜେଲ୍‌ରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିଲେ ମଧ୍ୟ ଏହାପରେ କଏଦୀଙ୍କ ମଧ୍ୟରେ ଗଣ୍ଡଗୋଳ ହେବା ସହିତ ଦଙ୍ଗା ବ୍ୟାପିଥିଲା। ଏହି ଦଙ୍ଗା ପରେ ଜେଲ୍‌ର କିଛି କଏଦୀଙ୍କୁ କାଶ୍ମୀରର ଅନ୍ୟ ଏକ ଜେଲ୍‌କୁ ସ୍ଥାନାନ୍ତର କରାଯାଇଛି। ଜେଲ୍‌ ବିଭାଗର ଡିଜିପି ଦିଲବାଗ ସିଂ  କହିଛନ୍ତି ଯେ, ଏହି ଅଗ୍ନିକାଣ୍ଡ ଜେଲ୍‌ରେ କିଛି କଏଦୀ କରିଛନ୍ତି। ନୂତନ ଆବାସ ନିର୍ମାଣ ନେଇ କଏଦୀ ମାନେ ପୁରାତନ ଜେଲ୍‌ରେ ନିଆଁ ଲଗାଇ ଦେଇଥିଲେ। ଏହି ଅଗ୍ନିକାଣ୍ଡ ସମୟରେ କିଛି କଏଦୀ ପଳାୟନ ଉଦ୍ୟମ କରିଥିଲେ ମଧ୍ୟ ପୋଲିସର ତତ୍ପରତା ଯୋଗୁଁ ଏହା ନାକାମ ହୋଇଥିଲା। ଘଟଣାସ୍ଥଳରେ ଲାଗି ରହିଥିବା ଉତ୍ତେଜନାକୁ ପ୍ରଶମିତ କରିବା ପାଇଁକ ଘଟଣାସ୍ଥଳରେ ବରିଷ୍ଠ ପୋଲିସ ଅଫିସର ଏବଂ ସିଆରପିଏଫ୍‌ ଯବାନଙ୍କୁ ମୁତୟନ କରାଯାଇଛି।

fire shrinagar thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଇସଲାମାବାଦ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୫ ନବଜାତ ଶିଶୁଙ୍କ ମୃତ୍ୟୁ

August 26, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

କୋଲକାତାର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ

August 19, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026
Latest News

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.