![](https://thesamikhsya.com/odia/wp-content/uploads/2019/04/CYCLONE.jpg)
କେଦାର ମିଶ୍ର
ଗତ ଦୁଇଦିନ ଭିତରେ ଆଳୁର ଦର କିଲୋ ପିଛା ତିନି ଟଙ୍କା ବଢି ଯାଇଛି, ତାର ଏକମାତ୍ର କାରଣ ହେଉଛି, ସମ୍ଭାବ୍ୟ ବାତ୍ୟା “ଫନି”। ଶୁଣାଯାଉଛି, ଭୀଷଣରୁ ଭୀଷଣ ବାତ୍ୟାର ରୂପ ନେଇ ବାତ୍ୟା “ଫନି” ସ୍ଥଳଭାଗକୁ ଅଗ୍ରସର ହେଉଛି। ପ୍ରଥମେ ଏହା ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଉପକୂଳରେ ପଡିବ ବୋଲି ଆଶା କରାଯାଉଥିଲା। ଶେଷ ଖବର ଅନୁଯାୟୀ ଏହା ଓଡିଶା ଉପକୂଳରେ ସାତପଡା ଓ ବାଲେଶ୍ଵର ମଝିରେ ସ୍ଥଳଭାଗ ସ୍ପର୍ଶ କରିପାରେ।
Tags: