Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»Uncategorized»ବେଆଇନ ହୁକ୍କା ବାର୍‌ ଉପରେ ଚଢାଉ : ଜଣେ ଅଟକ
Uncategorized

ବେଆଇନ ହୁକ୍କା ବାର୍‌ ଉପରେ ଚଢାଉ : ଜଣେ ଅଟକ

September 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲାସ୍ଥିତ ଏନ୍‌ଆଇ୍‌ଟି କଲେଜ ପଛ ପାର୍ଶ୍ୱରେ ଥିବା ଏକ ବେଆଇନ ହୁକ୍କା ବାର୍‌ ଉପରେ ଚଢ଼ାଉ କରାଯାଇଛି । ଡିଏସ୍‌ପିଙ୍କ ନେତୃତ୍ୱରେ ସେକ୍ଟର-୩ ଥାନା ପୋଲିସ ଚଢ଼ାଉ କରି ବିପୁଳ ପରିମାଣରେ ନିଶା ଦ୍ରବ୍ୟ ଜବତ କରିଛି । ଏହା ସହିତ ଜଣକୁ ଅଟକ ରଖି ପଚରାଉଚରା କରୁଛି । ସୂଚନା ମୁତାବକ, କଲେଜ ପଛ ପାର୍ଶ୍ୱରେ ଦୀର୍ଘ ଦିନ ଧରି ବେଆଇନ୍‌ଭାବେ ଏକ ବାର୍‌ ଖୋଲିଥିଲା ସେକ୍ଟର-୩ ଥାନା ପୋଲିସ ଖବର ପାଇ ରାତି ଅଧିଆ ଚଢ଼ାଉ କରିଥିଲା । ଏଥିରେ ଅନ୍ୟକେଉଁମାନେ ସଂପୃକ୍ତ ଅଛନ୍ତି ସେ ନେଇ ପୋଲିସ ଖୋଳତାଡ଼ ଜାରି ରଖିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 26କୁ ବୃଦ୍ଧି

July 1, 2020

ଉରି ପରେ ବଡ଼ ପରଦାରେ ‘ବାଲାକୋଟ୍‌ ଏୟାର୍‌ଷ୍ଟ୍ରାଇକ୍‌’, ସଞ୍ଜୟ କରିବେ ପ୍ରଯୋଜନା

December 13, 2019

ବାଲୁଗାଁ ମହାବିଦ୍ୟାଳୟଠାରେ ଦୁଇଦିନିଆ ଖୋର୍ଦ୍ଧା ଜିଲ୍ଲା ଯୁବ ମହୋତ୍ସବ -୨୦୧୯ ପାଳିତ

December 12, 2019

ଜାତୀୟ ଟ୍ରେଡ୍‌ ଫେୟାର୍‌ ଉଦ୍‌ଘାଟନ ଅବସରରେ କେନ୍ଦ୍ର ମନ୍ତ୍ରୀ ମୁକ୍ତାର ଆବ୍ବାସ୍‌ ନକ୍‌ଭୀଙ୍କ ସହ କିରଣ ରିଜ୍ଜୁ

November 15, 2019
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.