Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»Uncategorized»ପାକିସ୍ତାନ ସହ ମ୍ୟାଚ୍‌ : ସରକାରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲା ବିସିସିଆଇ
Uncategorized

ପାକିସ୍ତାନ ସହ ମ୍ୟାଚ୍‌ : ସରକାରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲା ବିସିସିଆଇ

February 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କ୍ରିକେଟ ବିଶ୍ୱକପରେ ଟିମ ଇଣ୍ଡିଆ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚର ବହିଷ୍କାର ନିଷ୍ପତ୍ତି ସିଓଏ ସରକାରଙ୍କ ଉପରେ ଛାଡିଛି । ସିଓଏ ପ୍ରମୁଖ ବିନୋଦ ରାୟ କହିଛନ୍ତି ପାକିସ୍ତାନ ବିରୋଧରେ ଖେଳିବା ବା ନ ଖେଳିବା ଯାହା ନିର୍ଦ୍ଦେଶ ସରକାର ଦେବେ ବିସିସିଆଇ ତାହା ମାନିବ । ଏହା ଉପରେ ସରକାରଙ୍କ ସହ ଚର୍ଚ୍ଚା ହେବା ପରେ ହିଁ ଯାହା ନିଷ୍ପତ୍ତି ନିଆଯିବ ।  ଟିମ ଇଣ୍ଡିଆ ପାକିସ୍ତାନ ସହ ବିଶ୍ୱକପରେ ମ୍ୟାଚ ଖେଳିବ କି ନାହିଁ ତାଉପରେ ସିଓଏ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା । ବୈଠକ ପରେ ସିଓଏ ପକ୍ଷରୁ କୁହାଯାଇଛି ଯେ ଏ ସମ୍ପର୍କରେ ସରକାରଙ୍କ ସହ ଆଲୋଚନା ହେବା ପରେ ହିଁ କୌଣସି ନିଷ୍ପତ୍ତି ଗ୍ରହଣ କରାଯିବ । ସରକାରଙ୍କ ନିଷ୍ପତ୍ତି ଜାଣିସାରିବା ପରେ ଆଇସିସିକୁ ଜଣାଇ ଦିଆଯିବ ବୋଲି ଏହି ବୈଠକରେ ନିର୍ଣ୍ଣୟ ହୋଇଛି । ପୁଲୱାମା ଆକ୍ରମଣ ପରେ ସାରା ଦେଶରେ ବିଶ୍ୱକପରୁ ପାକିସ୍ତାନର ବହିଷ୍କାର ଦାବି କରାଯାଇଥିଲା । ଅନେକ ପୂର୍ବତନ ଖେଳାଳିମାନେ ମଧ୍ୟ ପାକିସ୍ତାନ ସହ ମ୍ୟାଚ ନଖେଳିବାକୁ କହିଛନ୍ତି । ୧୬ ଜୁନରେ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ ମ୍ୟାଚ ହେବାର ସୂଚୀ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 26କୁ ବୃଦ୍ଧି

July 1, 2020

ଉରି ପରେ ବଡ଼ ପରଦାରେ ‘ବାଲାକୋଟ୍‌ ଏୟାର୍‌ଷ୍ଟ୍ରାଇକ୍‌’, ସଞ୍ଜୟ କରିବେ ପ୍ରଯୋଜନା

December 13, 2019

ବାଲୁଗାଁ ମହାବିଦ୍ୟାଳୟଠାରେ ଦୁଇଦିନିଆ ଖୋର୍ଦ୍ଧା ଜିଲ୍ଲା ଯୁବ ମହୋତ୍ସବ -୨୦୧୯ ପାଳିତ

December 12, 2019

ଜାତୀୟ ଟ୍ରେଡ୍‌ ଫେୟାର୍‌ ଉଦ୍‌ଘାଟନ ଅବସରରେ କେନ୍ଦ୍ର ମନ୍ତ୍ରୀ ମୁକ୍ତାର ଆବ୍ବାସ୍‌ ନକ୍‌ଭୀଙ୍କ ସହ କିରଣ ରିଜ୍ଜୁ

November 15, 2019
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.