Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»Uncategorized»ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 26କୁ ବୃଦ୍ଧି
Uncategorized

ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 26କୁ ବୃଦ୍ଧି

July 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରୁ ପୁଣି ଆଉ ଜଣକର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ ଜରିଆରେ ସୂଚନା ଦେଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବାବେଳେ 52 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି । ସେ ଫୁସ୍‌ଫୁସ୍‌ କ୍ୟାନସର ସହିତ  ବ୍ରେନ୍‌ ମେଟାଷ୍ଟାସିସ୍ ରୋଗରେ ପୀଡ଼ିତ ଥିଲେ । ତେବେ ତାଙ୍କର ମୃତ୍ୟୁ କ୍ୟାନସର ଯୋଗୁଁ ବୋଲି ସରକାର ସ୍ପଷ୍ଟ କରିଛନ୍ତି ।

ଗଞ୍ଜାମ ଜିଲ୍ଲାରେ କରୋନା ମାମଲା ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି । ଆଜି ଜିଲ୍ଲାରେ ସର୍ବାଧିକ 102ଟି ମାମଲା ସାମ୍ନାକୁ ଆସିଛି । ସେହିପରି ଗଞ୍ଜାମରେ ମଧ୍ୟ ସର୍ବାଧିକ କରୋନା ଜନିତ ମୃତ୍ୟୁହୋଇଛି । ଗଞ୍ଜାମରେ ସର୍ବାଧିକ 15 ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 26ରେ ପହଞ୍ଚିଥିବାବେଳେ କରୋନାରେ ଆକ୍ରାନ୍ତ ହୋଇ ସୁଦ୍ଧା ଅନ୍ୟ ରୋଗ ଯୋଗୁଁ 7 ଜଣଙ୍କର ମୃତ୍ୟୁ ଘଟିଛି ।

କରୋନା ମୃତ୍ୟୁ ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026
Latest News

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ

October 12, 2026

ଆଉ ଜନ୍ତର ମନ୍ତରରେ ହେବ ନାହିଁ ପ୍ରତିବାଦ: ଏହି ୩ ଟି ସ୍ଥାନକୁ ଚୂଡ଼ାନ୍ତ କଲା ଗୃହ ମନ୍ତ୍ରଣାଳୟ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.