Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ଏହି ସବୁ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ
ଆଞ୍ଚଳିକ

ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ଏହି ସବୁ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ

December 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶକ୍ତି କ୍ଷେତ୍ର
ଶକ୍ତି କ୍ଷେତ୍ରରେ ଭାରତର ଐତିହାସିକ ମାଇଲଖୁଣ୍ଟ: ୫୦୦ ଗିଗାୱାଟ ଅତିକ୍ରମ କଲା ମୋଟ ବିଦ୍ୟୁତ୍‍ ଉତ୍ପାଦନ

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀ ରେ ଚାରି ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ନାଭାଲ ଗ୍ରୀଡ଼ର ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୮ ଘଟିକାରୁ ମଧ୍ୟାହ୍ନ ୧୨ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ। ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତା ମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ନିବେଦନ କରିଛନ୍ତି ଉପଖଣ୍ଡ ଅଧିକାରୀ ଶ୍ରୀ ଦଳେଇ।

ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ସମସ୍ତ ଅଞ୍ଚଳ, ବାଣପୁର ଏନଏସି, ବାଲୁଗାଁ ଏନଏସିର ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି। ସେହିପରି  ଚିଲିକା ବ୍ଲକ୍‌ର ସୋରଣ ଓ ଚଣ୍ଡେଶ୍ବର ପଞ୍ଚାୟତ‌ ବାଦ୍‌ ଅନ୍ୟ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି।

ଚିଲିକା ନିର୍ବାଚନମଣ୍ଡଳୀ ନାଭାଲ ଗ୍ରୀଡ଼ ବିଦ୍ୟୁତ ସରବରାହ ରକ୍ଷଣାବେକ୍ଷଣ କାର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026
Latest News

T20 World Cup: ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ

March 8, 2026

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.