Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶୀତଦିନିଆ ମେଡ଼ିସିନ୍ ରିପ୍ରେଜେଣ୍ଟେଟିଭ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ
ଆଞ୍ଚଳିକ

ଶୀତଦିନିଆ ମେଡ଼ିସିନ୍ ରିପ୍ରେଜେଣ୍ଟେଟିଭ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

December 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଥିବା ସମସ୍ତ ମେଡ଼ିସିନ୍ ସେଲସ୍ ରିପ୍ରେଜେଣ୍ଟେଟିଭ୍‌ମାନଙ୍କୁ ନେଇ ଆଜିଠାରୁ କେସି ହାଇସ୍କୁଲ ପଡ଼ିଆରେ ଶୀତଦିନିଆ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକ ବ୍ରିକମ କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟିତ କରିଥିବାବେଳେ ସମ୍ମାନିତ ଅତିଥି ଭାବେ ବିଜେଡ଼ି ସଂପାଦକ ସୁବାସ ମହାରଣା ଯୋଗ ଦେଇଥିଲେ।

ମ୍ୟାଚଗୁଡ଼ିକ କେବଳ ଚାରୋଟି ରବିବାର ଯଥା ୨୦.୧୨.୨୦୨୦ ଠାରୁ ୭.୧.୨୦୨୧ ମଧ୍ୟରେ ଅନୁଷ୍ଠିତ ହେବ। ଏଥିରେ ସମୁଦାୟ ୪ଟି ଦଳ(ଚମ୍ପିୟାନ ୧୧, ରାଇଜିଂ ଷ୍ଟାର, ରୟାଲ ୧୧, କୁଲ କିଙ୍ଗ) ଭାଗ ନେଉଛନ୍ତି।

ଆଜି ପ୍ରଥମ ରବିବାରରେ ଦୁଇଟି ମ୍ୟାଚ ଖେଳାଯାଇଥିଲା। ପ୍ରଥମ ମ୍ୟାଚ ଚମ୍ପିୟାନ-୧୧ ସହ ରାଇଜିଂ-୧୧ ମଧ୍ୟରେ ଅନୁଷ୍ଠିତ ହୋଇଥିବାବେଳେ ରାଇଜିଂ ଟସ୍ ଜିତି ନିର୍ଦ୍ଧାରିତ ୧୫ ଓଭର୍‌ରେ ୧୫୦ କରିଥିବାବେଳେ ଚମ୍ପିୟାନ-୧୧, ୧୫୪ ରନ୍ କରି ବିଜୟୀ ହୋଇଥିଲେ। ଦଳ ପକ୍ଷରୁ ବିଶ୍ୱ ପଣ୍ଡା ସର୍ବାଧିକ ୧୧୦ ରନ କରି ବିଜୟୀ କରାଇଥିଲେ।

ଦ୍ୱିତୀୟ ମ୍ୟାଚ କୁଲ କିଲର ସହ ରୟାଲ୍-୧୧ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ରୟାଲ୍-୧୧, ନିର୍ଦ୍ଧାରିତ ଓଭର୍‌ରେ ୧୪୨ ରନ କରିଥିବାବେଳେ କୁଲକିଲର ରନ୍ ପିଛା କରି ୧୪୪ ରନ୍ କରି ବିଜୟୀ ହୋଇଥିଲା। ଦଳ ପକ୍ଷରୁ ସଂଗ୍ରାମ ଧୂଆଁଦାର ୩୦ ଟି ବଲ୍‌ରେ ୬୦ ରନ୍ କରି ବିଜୟୀ କରାଇଥିଲେ।

ମ୍ୟାଚକୁ ଅମ୍ପାୟାର ଭାବେ ଚକ୍ରଧର ପରିଚାଳନା କରିଥିବାବେଳେ ସ୍କୋରର ଭାବେ ରବି କୁମାର ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓସ୍ରୁର ବିଏନ୍ ସାହୁ, ମୁଖ୍ୟ ଆୟୋଜକ ସୂର୍ଯ୍ୟ ନାରାୟଣ ପରିଡ଼ା ଆୟୋଜନ କରିଥିଲେ। ସ୍ୱେଚ୍ଛାସେବୀ ଭାବେ ଈଶ୍ୱର, ଭୂଜଙ୍ଗ, ଆନନ୍ଦ, ନୀଳା, ଭବାନୀ, ଶ୍ରୀନିବାସ ପ୍ରମୁଖ ଯୋଗ ଦେଇଥିଲେ।

କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026
Latest News

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.